Ezekiel 16:6 — Compare Translations
5 translations compared side by side
Odia - 1840
" ସେତବେେଳେ ମୁଁ (ପରମେଶ୍ବର) ତୁମ୍ଭ ପାଖ ଦଇେ ଗଲି। ମୁଁ ଲକ୍ଷ୍ଯ କଲି ତୁମ୍ଭେ ରକ୍ତ ରେ ଭିଜି ୟାଇଛ ତା'ପ ରେ ମୁଁ ତୁମ୍ଭକୁ କହିଲି, ଜୀବିତ ରୁହ ଯଦିଓ ତୁମ୍ଭେ ରକ୍ତରଞ୍ଜିତ ହାଇେଅଛ। ଯଦିଓ ତୁମ୍ଭେ ନିଜ ରକ୍ତରଞ୍ଜିତ ହାଇେଅଛ, ମୁଁ ତୁମ୍ଭକୁ କହିଲି, ବଞ୍ଚ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତା ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତା ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ସେତେବେଳେ ମୁଁ (ପରମେଶ୍ୱର) ତୁମ୍ଭ ପାଖ ଦେଇ ଗଲି। ମୁଁ ଲକ୍ଷ୍ୟ କଲି ତୁମ୍ଭେ ରକ୍ତରେ ଭିଜି ଯାଇଛ ତା’ପରେ ମୁଁ ତୁମ୍ଭକୁ କହିଲି, “ଜୀବିତ ରୁହ” ଯଦିଓ ତୁମ୍ଭେ ରକ୍ତରଞ୍ଜିତ ହୋଇଅଛ। ଯଦିଓ ତୁମ୍ଭେ ନିଜ ରକ୍ତରଞ୍ଜିତ ହୋଇଅଛ, ମୁଁ ତୁମ୍ଭକୁ କହିଲି, “ବଞ୍ଚ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ‘ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ;’ ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।