Ezekiel 16:60 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭ ସହିତ ୟୌବନାବସ୍ଥା ରେ ମୁଁ ଯେଉଁ ଚୁକ୍ତି କରିଥିଲି ତାହାକୁ ସ୍ମରଣ କରିବି ଓ ତୁମ୍ଭପ୍ରତି ମୁଁ ଚିରଦିନ ପାଇଁ ଏକ ନିଯମକୁ ସମର୍ଥନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭକୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନ; କାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭ ସହିତ ଯୌବନାବସ୍ଥାରେ ମୁଁ ଯେଉଁ ଚୁକ୍ତି କରିଥିଲି ତାହାକୁ ସ୍ମରଣ କରିବି ଓ ତୁମ୍ଭ ପ୍ରତି ମୁଁ ଚିରଦିନ ପାଇଁ ଏକ ନିୟମକୁ ସମର୍ଥନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।