Ezekiel 16:61 — Compare Translations

5 translations compared side by side

Odia - 1840
"ସେ ସମୟରେ ତୁମ୍ଭେ ଯେତବେେଳେ ଆପଣା ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତବେେଳେ ତୁମ୍ଭେ ନିଜର ଚରିତ୍ରହୀନତା ୟୋଗୁଁ ଲଜ୍ଜିତା ହବେ। ମୁଁ ସମାନଙ୍କେୁ କନ୍ଯାରୂପେ ତୁମ୍ଭକୁ ଦବେି, କିନ୍ତୁ ତୁମ୍ଭର ଚୁକ୍ତି ଅନୁସାରେ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତା ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ତୁମ୍ଭେ ଯେତେବେଳେ ଆପଣା ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ନିଜର ଚରିତ୍ରହୀନତା ଯୋଗୁଁ ଲଜ୍ଜିତା ହେବ। ମୁଁ ସେମାନଙ୍କୁ କନ୍ୟାରୂପେ ତୁମ୍ଭକୁ ଦେବି, କିନ୍ତୁ ତୁମ୍ଭର ଚୁକ୍ତି ଅନୁସାରେ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।
Odia IRV 2017 (ଓଡିଆ ବାଇବେଲ)