Ezekiel 16:62 — Compare Translations
5 translations compared side by side
Odia - 1840
"ଏବଂ ମୁଁ ତୁମ୍ଭ ସହିତ ମାରେ ନିଯମକୁ ସମର୍ଥନ କରିବି। ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେ ହୃଦ ବୋଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ତୁମ୍ଭ ସହିତ ମୋର ନିୟମକୁ ସମର୍ଥନ କରିବି। ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେ ହୃଦ୍ବୋଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।