Ezekiel 16:63 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯାହାସବୁ କରିଅଛ, ଯେତବେେଳେ ମୁଁ ସେସବୁକୁ ସଂ ଶାଧେନ କରି ଦବେି। ସେତବେେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହବେ ଓ ନିଜ ଅପମାନ ହତେୁ ଆଉ କବେେ ଆପଣା ମୁଖ ଫିଟାଇବ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତା ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ । ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାହାସବୁ କରିଅଛ, ଯେତେବେଳେ ମୁଁ ସେସବୁକୁ ସଂଶୋଧନ କରି ଦେବି। ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।