Ezekiel 16:7 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ସହେି କ୍ଷେତ୍ର ରେ ଉଦ୍ଭିଦ ପରି ବଢ଼ାଇଲି। ତହିଁରେ ତୁମ୍ଭେ ବୃଦ୍ଧି ପାଇ ୟୁବତୀ ହେଲ। ତୁମ୍ଭର ଋତୁସ୍ରାବ ହେଲା, ତୁମ୍ଭର ସ୍ତନୟୁଗଳ ସୁଢ଼ୋଳ ଓ ତୁମ୍ଭର କେଶ ଦୀର୍ଘ ହେଲା, କିନ୍ତୁ ତୁମ୍ଭେ ତଥାପି ବିବସନା ଓ ଉଲଗ୍ନ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କ୍ଷେତ୍ରରେ ଉଦ୍ଭିଜ୍ଜ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ଵରୂପା ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସେହି କ୍ଷେତ୍ରରେ ଉଦ୍ଭିଦ ପରି ବଢ଼ାଇଲି। ତହିଁରେ ତୁମ୍ଭେ ବୃଦ୍ଧି ପାଇ ଯୁବତୀ ହେଲ। ତୁମ୍ଭର ଋତୁସ୍ରାବ ହେଲା, ତୁମ୍ଭର ସ୍ତନଯୁଗଳ ସୁଢ଼ୋଳ ଓ ତୁମ୍ଭର କେଶ ଦୀର୍ଘ ହେଲା, କିନ୍ତୁ ତୁମ୍ଭେ ତଥାପି ବିବସନା ଓ ଉଲଗ୍ନ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।
Odia IRV 2017 (ଓଡିଆ ବାଇବେଲ)