Ezekiel 16:8 — Compare Translations

5 translations compared side by side

Odia - 1840
"ଏବଂ ମୁଁ ଯେତବେେଳେ ତୁମ୍ଭକୁ ଅନାଇଲି, ସେତବେେଳେ ଦେଖିଲି ତୁମ୍ଭେ ପ୍ ରମେ କରିବା ପାଇଁ ରାଜି ହାଇୟୋଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପ ରେ ମାରେ ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିଯମ ସ୍ଥିର କଲି ଏବଂ ତୁମ୍ଭେ ମାରେ ହେଲ।' ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଯେତେବେଳେ ତୁମ୍ଭକୁ ଅନାଇଲି, ସେତେବେଳେ ଦେଖିଲି ତୁମ୍ଭେ ପ୍ରେମ କରିବା ପାଇଁ ରାଜି ହୋଇଯାଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପରେ ମୋର ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲି ଏବଂ ତୁମ୍ଭେ ମୋର ହେଲ।’” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”