Ezekiel 16:9 — Compare Translations
5 translations compared side by side
Odia - 1840
"'ତହୁଁ ମୁଁ ତୁମ୍ଭକୁ ଜଳ ରେ ସ୍ନାନ କରାଇଲି। ଆଉ ମୁଁ ସମ୍ପୂର୍ଣ୍ଣରୂପେ ତୁମ୍ଭ ଦହରେୁ ରକ୍ତ ଧୋଇ ଦଲେି ଓ ତୈଳ ରେ ତୁମ୍ଭକୁ ମର୍ଦ୍ଦନ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତହୁଁ ମୁଁ ତୁମ୍ଭକୁ ଜଳରେ ସ୍ନାନ କରାଇଲି। ଆଉ ମୁଁ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ରକ୍ତ ଧୋଇ ଦେଲି ଓ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।