Ezekiel 17:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ବିଦ୍ରୋହୀ ଜାତିକୁ କୁହ, ଇଶ୍ରାୟେଲ ତୁମ୍ଭେ କ'ଣ ଏସବୁର ତାତ୍ପର୍ୟ୍ଯ ଜାଣ ନାହିଁ? ସମାନଙ୍କେୁ କୁହ, ଦେଖ, ବାବିଲର ରାଜା ୟିରୁଶାଲମକୁ ଆସି ତହିଁର ରାଜାଙ୍କୁ ଓ ତହିଁର ମୁଖ୍ଯଗଣଙ୍କୁ ଆପଣାର ନ୍ଯାଯାଳଯ ବାବିଲକୁ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସେହି ବିଦ୍ରୋହୀ ଜାତିକୁ କୁହ, ଇସ୍ରାଏଲ ତୁମ୍ଭେ କ’ଣ ଏସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୁଶାଲମକୁ ଆସି ତହିଁର ରାଜାଙ୍କୁ ଓ ତହିଁର ମୁଖ୍ୟଗଣଙ୍କୁ ଆପଣାର ନ୍ୟାୟାଳୟ ବାବିଲକୁ ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇଗଲା;
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;