Ezekiel 17:13 — Compare Translations

5 translations compared side by side

Odia - 1840
"ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ ଯିହି. ୨୯:୧୪
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ଏକ ରାଜସ୍ୱ ନେଇ ତାକୁ ଶପଥ କରାଇ ତା’ ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ୱପୂର୍ଣ୍ଣ ଲୋକମାନଙ୍କୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ