Ezekiel 17:14 — Compare Translations

5 translations compared side by side

Odia - 1840
"ତେଣୁ ଯେପରି ଦେଶ ଦୁର୍ବଳ ହବେ ଓ ଉଠିପାରିବ ନାହିଁ ଏବଂ ତାଙ୍କର ନିଯମକୁ ବଞ୍ଚାଇ ରଖି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯେପରି ଦେଶ ଦୁର୍ବଳ ହେବ ଓ ଉଠିପାରିବ ନାହିଁ ଏବଂ ତାଙ୍କର ନିୟମକୁ ବଞ୍ଚାଇ ରଖି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା।