Ezekiel 17:15 — Compare Translations
5 translations compared side by side
Odia - 1840
"କିନ୍ତୁ ସେ ବାବିଲର ରାଜା ବିରୁଦ୍ଧ ରେ ଗଲା। ସେ ତା'ର ବାର୍ତ୍ତାବହମାନଙ୍କୁ ଅଶ୍ବ ଓ ସୈନ୍ଯ ସାହାୟ୍ଯ ପାଇବା ନିମନ୍ତେ ମିଶରକୁ ପଠାଇଲା, ସେ କ'ଣ କୃତକାର୍ୟ୍ଯ ହବେ? ୟିଏ ଏପରି କାର୍ୟ୍ଯସବୁ କରେ, ସେ କ'ଣ ରକ୍ଷା ପାଇବ? ଆଉ ସେ ଚୁକ୍ତି ଲଙ୍ଘନ କରି କ'ଣ ଦଣ୍ଡ ପାଇବ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଅଶ୍ଵଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା । ସେ କି କୃତକାର୍ଯ୍ୟ ହେବ।? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବଣ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ବାବିଲର ରାଜା ବିରୁଦ୍ଧରେ ଗଲା। ସେ ତା’ର ବାର୍ତ୍ତାବହମାନଙ୍କୁ ଅଶ୍ୱ ଓ ସୈନ୍ୟ ସାହାଯ୍ୟ ପାଇବା ନିମନ୍ତେ ମିଶରକୁ ପଠାଇଲା, ସେ କ’ଣ କୃତକାର୍ଯ୍ୟ ହେବ? ଯିଏ ଏପରି କାର୍ଯ୍ୟସବୁ କରେ, ସେ କ’ଣ ରକ୍ଷା ପାଇବ? ଆଉ ସେ ଚୁକ୍ତି ଲଙ୍ଘନ କରି କ’ଣ ଦଣ୍ଡ ପାଇବ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ?