Ezekiel 17:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ରାଜା ବାବିଲ ରେ ମୃତ୍ଯୁବରଣ କରିବ, ଯେ ହତେୁ ସେ ରାଜା ବିରୁଦ୍ଧ ରେ ବିଦ୍ରୋହ କଲା, ୟିଏ ତାକୁ ସିଂହାସନ ରେ ସ୍ଥାପନ କରିଥିଲେ, ସେ ତାଙ୍କ ସହିତ କରିଥିବା ପ୍ରତିଜ୍ଞା ଭଙ୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ, ଏହି କଥା କହନ୍ତି, “ମୁଁ ଜୀବିତ ଥିବା ପ୍ରମାଣେ ରାଜା ବାବିଲରେ ମୃତ୍ୟୁବରଣ କରିବ, ଯେହେତୁ ସେ ରାଜା ବିରୁଦ୍ଧରେ ବିଦ୍ରୋହ କଲା, ଯିଏ ତାକୁ ସିଂହାସନରେ ସ୍ଥାପନ କରିଥିଲେ, ସେ ତାଙ୍କ ସହିତ କରିଥିବା ପ୍ରତିଜ୍ଞା ଭଙ୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।