Ezekiel 17:18 — Compare Translations

5 translations compared side by side

Odia - 1840
"କିନ୍ତୁ ସେ ରକ୍ଷା ପାଇବ ନାହିଁ। କାରଣ ସେ ଚୁକ୍ତି ଭଙ୍ଗ କରି ଶପଥ ତୁଚ୍ଛ କରିଅଛି। ସେ ଏସବୁ କରିଅଛି ଏବଂ ଦଣ୍ଡରୁ ପଳାଇ ୟାଇପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ରକ୍ଷା ପାଇବ ନାହିଁ। କାରଣ ସେ ଚୁକ୍ତି ଭଙ୍ଗ କରି ଶପଥ ତୁଚ୍ଛ କରିଅଛି। ସେ ଏସବୁ କରିଅଛି ଏବଂ ଦଣ୍ଡରୁ ପଳାଇ ଯାଇପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।