Ezekiel 17:19 — Compare Translations
5 translations compared side by side
Odia - 1840
"ତେଣୁ ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ଭଙ୍ଗ କରିଅଛି ଓ ଆମ୍ଭର ଯେଉଁ ଚୁକ୍ତି ଭଙ୍ଗ କରିଅଛି ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚଯ ତା'ର ପ୍ରତିଫଳ ତାହାର ମସ୍ତକରେ ରଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ସେ ଆମ୍ଭର ଯେଉଁ ଶପଥ ଭଙ୍ଗ କରିଅଛି ଓ ଆମ୍ଭର ଯେଉଁ ଚୁକ୍ତି ଭଙ୍ଗ କରିଅଛି ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତା’ର ପ୍ରତିଫଳ ତାହାର ମସ୍ତକରେ ରଖିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା।