Ezekiel 17:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ପୁତ୍ରଗଣଙ୍କ ନିମନ୍ତେ ଏକ ପ୍ର ହଳେିକା ଉପସ୍ଥାପନ କର ଏବଂ ସମାନଙ୍କେୁ ଏକ ନୀତିକଥା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ପୁତ୍ରଗଣଙ୍କ ନିମନ୍ତେ ଏକ ପ୍ରହେଳିକା ଉପସ୍ଥାପନ କର ଏବଂ ସେମାନଙ୍କୁ ଏକ ନୀତିକଥା କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;