Ezekiel 17:20 — Compare Translations

5 translations compared side by side

Odia - 1840
"ମୁଁ ମାରଜୋଲ ବିଛାଇବି ଓ ତାକୁ ଫାଶ ରେ ପକାଇ ବାବିଲକୁ ନଇୟିବେି ଏବଂ ମୁଁ ସଠାେ ରେ ତା'ର ବିଚାର କରିବି। କାରଣ ସେ ମାେ ପ୍ରତି ଅବିଶ୍ବସ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେସ୍ଥାନରେ ଆମ୍ଭେ ତାହାର ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଜାଲ ବିଛାଇବି ଓ ତାକୁ ଫାଶରେ ପକାଇ ବାବିଲକୁ ନେଇଯିବି ଏବଂ ମୁଁ ସେଠାରେ ତା’ର ବିଗ୍ଭର କରିବି। କାରଣ ସେ ମୋ’ ପ୍ରତି ଅବିଶ୍ୱସ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।