Ezekiel 17:21 — Compare Translations
5 translations compared side by side
Odia - 1840
"ଏବଂ ତା'ର ସମସ୍ତ ସୈନ୍ଯ ଖଡ୍ଗ ଦ୍ବାରା ହତ ହବେେ ଯେତବେେଳେ ସମାନେେ ଦୌଡ଼ି ପଳାଇବେ ଏବଂ ଯେ କହେି ବଞ୍ଚିବେ ମୁଁ ପବନ ରେ ଛିନ୍ନଛତ୍ର କରିବି। ମୁଁ ସଦାପ୍ରଭୁ ଏବଂ ମୁଁ ଏହିସବୁ କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ଼୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତା’ର ସମସ୍ତ ସୈନ୍ୟ ଖଡ଼୍ଗ ଦ୍ୱାରା ହତ ହେବେ ଯେତେବେଳେ ସେମାନେ ଦୌଡ଼ି ପଳାଇବେ ଏବଂ ଯେକେହି ବଞ୍ଚିବେ ମୁଁ ପବନରେ ଛିନ୍ନଛତ୍ର କରିବି।” ମୁଁ ସଦାପ୍ରଭୁ ଏବଂ ମୁଁ ଏହିସବୁ କହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”