Ezekiel 17:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ନିଜେ ଏରସ ବୃକ୍ଷର ଅଗ୍ରଭାଗକୁ ନଇୟିବେି ଓ ତା'ର କୋମଳ ଅଗ୍ରଭାଗକୁ କାଟିବି ଏବଂ ଏହାକୁ ପର୍ବତର ଶୀର୍ଷ ରେ ରୋପଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ନିଜେ ଏରସ ବୃକ୍ଷର ଅଗ୍ରଭାଗକୁ ନେଇଯିବି ଓ ତା’ର କୋମଳ ଅଗ୍ରଭାଗକୁ କାଟିବି ଏବଂ ଏହାକୁ ପର୍ବତର ଶୀର୍ଷରେ ରୋପଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;