Ezekiel 17:23 — Compare Translations

5 translations compared side by side

Odia - 1840
"ମୁଁ ସ୍ବଯଂ ଇଶ୍ରାୟେଲର ଉଚ୍ଚତମ ପର୍ବତ ରେ ସହେି ଅଗ୍ରଭାଗକୁ ରୋପଣ କରିବି। ତହିଁରେ ସହେି ଅଗ୍ରଭାଗ ବଢ଼ିବ ଏବଂ ଏକ ଶାଖାବିଶିଷ୍ଟ ବୃକ୍ଷ ହବେ ଏବଂ ଏଥି ରେ ଫଳ ଫଳିବ। ଏହା ଏକ ସୁନ୍ଦର ଏରସ ବୃକ୍ଷ ହବେ। ତହିଁରେ ସବୁ ଜାତିର ପକ୍ଷୀମାନେ ବସା କରିବେ। ଆଉ ମଧ୍ଯ ସମାନେେ ତାହାର ଶାଖାଗୁଡ଼ିକର ଛାଯା ରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସ୍ୱୟଂ ଇସ୍ରାଏଲର ଉଚ୍ଚତମ ପର୍ବତରେ ସେହି ଅଗ୍ରଭାଗକୁ ରୋପଣ କରିବି। ତହିଁରେ ସେହି ଅଗ୍ରଭାଗ ବଢ଼ିବ ଏବଂ ଏକ ଶାଖାବିଶିଷ୍ଟ ବୃକ୍ଷ ହେବ ଏବଂ ଏଥିରେ ଫଳ ଫଳିବ। ଏହା ଏକ ସୁନ୍ଦର ଏରସ ବୃକ୍ଷ ହେବ। ତହିଁରେ ସବୁ ଜାତିର ପକ୍ଷୀମାନେ ବସା କରିବେ। ଆଉ ମଧ୍ୟ ସେମାନେ ତାହାର ଶାଖାଗୁଡ଼ିକର ଛାୟାରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।