Ezekiel 17:24 — Compare Translations

5 translations compared side by side

Odia - 1840
"ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତାହାହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପାରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପାରେ। ପୁଣି ସତେଜ ବୃକ୍ଷକୁ ଶୁଷ୍କ କରିପାରେ ଓ ଶୁଷ୍କ ବୃକ୍ଷକୁ ସତେଜ କରିପାରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ।