Ezekiel 17:3 — Compare Translations

5 translations compared side by side

Odia - 1840
"ସମାନଙ୍କେୁ କୁହ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: ଯିହି. ୧୭:୧୨ ଦ୍ଵି.ରା.୨୪:୧୨
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହିଛନ୍ତି, ‘‘‘ଗୋଟିଏ ବଡ଼ ଉତ୍କ୍ରୋଶପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ପର ବହୁତ ଥିଲା ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ। ଆଉ ଏହା ଲିବାନୋନକୁ ଆସିଲା ଏବଂ ଏକ ବଡ଼ ଏରସବୃକ୍ଷର ଅଗ୍ରଭାଗରେ ବସିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: