Ezekiel 17:4 — Compare Translations
5 translations compared side by side
Odia - 1840
"ସେ ଏରସ ବୃକ୍ଷର ଅଗ୍ରଭାଗ ଭାଙ୍ଗିଲା ଏବଂ ତାହାକୁ କିଣାନ ଦେଶକୁ ନଇଗେଲା। ସଠାେ ରେ ସେ ତାକୁ ବଣିକମାନଙ୍କର ନଗରୀ ରେ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏରସ ବୃକ୍ଷର ଅଗ୍ରଭାଗ ଭାଙ୍ଗିଲା ଏବଂ ତାହାକୁ କିଣାନ ଦେଶକୁ ନେଇଗଲା। ସେଠାରେ ସେ ତାକୁ ବଣିକମାନଙ୍କର ନଗରୀରେ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା।