Ezekiel 17:5 — Compare Translations
5 translations compared side by side
Odia - 1840
"ଏବଂ ସହେି ପକ୍ଷୀ ସେ ଦେଶ ରେ ବୀଜ ନଇେ ଏକ ଉର୍ବର ଭୂମିର କ୍ଷତେ ରେ ତାହା ରୋପଣ କଲା। ସେ ପ୍ରଚୁର ଜଳରାଶିର ନିକଟରେ ତାହା ରୋପଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବରା ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେହି ପକ୍ଷୀ ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିର କ୍ଷେତରେ ତାହା ରୋପଣ କଲା। ସେ ପ୍ରଚୁର ଜଳରାଶିର ନିକଟରେ ତାହା ରୋପଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।