Ezekiel 17:6 — Compare Translations
5 translations compared side by side
Odia - 1840
"ତା'ପ ରେ ତାହା ବଢ଼ି ଦ୍ରାକ୍ଷାଲତା ହେଲା। ଏହା ଏକ ବିସ୍ତୃତ ଅଞ୍ଚଳକୁ ବ୍ଯାପିଲା। ଏହାର ଶାଖାସବୁ ଓ ତହିଁର ମୂଳ ବଢ଼ିଲା। ଏହି ପ୍ରକା ରେ ତାହା ଦ୍ରାକ୍ଷାଲତା ହାଇେ ଶାଖା ବିଶିଷ୍ଟ ଓ ପଲ୍ଲବିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତାହା ବଢ଼ି ଦ୍ରାକ୍ଷାଲତା ହେଲା। ଏହା ଏକ ବିସ୍ତୃତ ଅଞ୍ଚଳକୁ ବ୍ୟାପିଲା। ଏହାର ଶାଖାସବୁ ଓ ତହିଁର ମୂଳ ବଢ଼ିଲା। ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖା ବିଶିଷ୍ଟ ଓ ପଲ୍ଲବିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା।