Ezekiel 17:8 — Compare Translations

5 translations compared side by side

Odia - 1840
"ସହେି ଦ୍ରାକ୍ଷାଲତା, ଯେପରି ଶାଖା ବିଶିଷ୍ଟ ଓ ଫଳବତୀ ହାଇେ ଉତ୍ତମ ଦ୍ରାକ୍ଷାଲତା ହବେ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବରା ଭୂମିରେ ରୋପିତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦ୍ରାକ୍ଷାଲତା, ଯେପରି ଶାଖା ବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।