Ezekiel 18:11 — Compare Translations
5 translations compared side by side
Odia - 1840
"ଯଦିଓ ତା'ର ବାପା ଏଗୁଡ଼ିକ ମଧ୍ଯରୁ କୌଣସିଟି କଲା ନାହିଁ। ପର୍ବତ ଉପ ରେ ମୂର୍ତ୍ତିଗୁଡ଼ିକୁ ଉତ୍ସର୍ଗ କରାୟାଇଥିବା ଜିନିଷ ଖାଆନ୍ତି ଏବଂ ଆପଣ ପ୍ରତିବେଶୀର ସ୍ତ୍ରୀ ସହିତ ବ୍ଯଭିଚାର କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ତା’ର ବାପା ଏଗୁଡ଼ିକ ମଧ୍ୟରୁ କୌଣସିଟି କଲା ନାହିଁ। ପର୍ବତ ଉପରେ ମୂର୍ତ୍ତିଗୁଡ଼ିକୁ ଉତ୍ସର୍ଗ କରାଯାଇଥିବା ଜିନିଷ ଖାଆନ୍ତି ଏବଂ ଆପଣା ପ୍ରତିବାସୀର ସ୍ତ୍ରୀ ସହିତ ବ୍ୟଭିଗ୍ଭର କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେହି ସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
Odia IRV 2017 (ଓଡିଆ ବାଇବେଲ)
ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,