Ezekiel 18:12 — Compare Translations
5 translations compared side by side
Odia - 1840
"ଏବଂ ସେ ଯଦି ଦରିଦ୍ର ଦୀନହୀନ ପ୍ରତି ଅନ୍ଯାଯ କରେ, ଚୋରି କରେ ଓ ବନ୍ଧକ ଦ୍ରବ୍ଯ ଫରୋଏ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ଵାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ଯଦି ଦରିଦ୍ର ଦୀନହୀନ ପ୍ରତି ଅନ୍ୟାୟ କରେ, ଗ୍ଭେରି କରେ ଓ ବନ୍ଧକ ଦ୍ରବ୍ୟ ଫେରାଏ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
Odia IRV 2017 (ଓଡିଆ ବାଇବେଲ)
ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,