Ezekiel 18:13 — Compare Translations

5 translations compared side by side

Odia - 1840
"ଏବଂ ଘୃଣ୍ଯ କର୍ମ କରେ, ଋଣ ଦଇେ ସୁଧ ଆଦାଯ କରେ, ସେ ବଞ୍ଚିବ କି? ନିଶ୍ଚିତ ଭାବରେ ନୁହେଁ। ସେ ନିଶ୍ଚିତ ଭାବରେ ମରିବ କାରଣ ସେ ସବୁ ଘୃଣ୍ଯ କାର୍ୟ୍ଯ କରେ। ଏବଂ ସେ ତା'ର ନିଜର ମୃତ୍ଯୁ ପାଇଁ ଦାଯୀ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଘୃଣ୍ୟ କର୍ମ କରେ, ଋଣ ଦେଇ ସୁଧ ଆଦାୟ କରେ, ସେ ବଞ୍ଚିବ କି? ନିଶ୍ଚିତ ଭାବରେ ନୁହେଁ। ସେ ନିଶ୍ଚିତ ଭାବରେ ମରିବ କାରଣ ସେ ସବୁ ଘୃଣ୍ୟ କାର୍ଯ୍ୟ କରେ। ଏବଂ ସେ ତା’ର ନିଜର ମୃତ୍ୟୁ ପାଇଁ ଦାୟୀ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।