Ezekiel 18:14 — Compare Translations

5 translations compared side by side

Odia - 1840
"ଏବଂ କୁହ ତା'ର ମଧ୍ଯ ଗୋଟିଏ ପୁତ୍ର ଛି, ୟିଏକି ତା'ର ପିତା କରିଥିବା ସମସ୍ତ ପାପ ଦେଖେ ଏବଂ ଯଦିଓ ସେ ସଗେୁଡ଼ିକୁ ଦେଖେ ସେ ଠିକ୍ ସହେିପରି କାର୍ୟ୍ଯ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦେଖ, ଯେବେ ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେପରି କାର୍ଯ୍ୟ ନ କରେ,
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ କୁହ ତା’ର ମଧ୍ୟ ଗୋଟିଏ ପୁତ୍ର ଅଛି, ଯିଏ କି ତା’ର ପିତା କରିଥିବା ସମସ୍ତ ପାପ ଦେଖେ ଏବଂ ଯଦିଓ ସେ ସେଗୁଡ଼ିକୁ ଦେଖେ ସେ ଠିକ୍ ସେହିପରି କାର୍ଯ୍ୟ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,