Ezekiel 18:15 — Compare Translations
5 translations compared side by side
Odia - 1840
"ସେ ପର୍ବତ ଉପ ରେ ମୂର୍ତ୍ତିଗୁଡ଼ିକ ପାଖ ରେ ଉତ୍ସର୍ଗ ହାଇେଥିବା ଦ୍ରବ୍ଯ ଖାଏ ନାହିଁ ଓ ଇଶ୍ରାୟେଲର ମୂର୍ତ୍ତିଗୁଡ଼ିକ ପ୍ରତି ଦୃଷ୍ଟିପାତ କରେ ନାହିଁ କିମ୍ବା ଆପଣା ପ୍ରତିବେଶୀ ସ୍ତ୍ରୀ ସହିତ ବ୍ଯଭିଚାର କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପର୍ବତଗଣ ଉପରେ ଭୋଜନ କରି ନାର୍ହି କିଅବା ଇସ୍ରାଏଲ-ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ସେ ପର୍ବତ ଉପରେ ମୂର୍ତ୍ତିଗୁଡ଼ିକ ପାଖରେ ଉତ୍ସର୍ଗ ହୋଇଥିବା ଦ୍ରବ୍ୟ ଖାଏ ନାହିଁ ଓ ଇସ୍ରାଏଲର ମୂର୍ତ୍ତିଗୁଡ଼ିକ ପ୍ରତି ଦୃଷ୍ଟିପାତ କରେ ନାହିଁ କିମ୍ବା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,