Ezekiel 18:16 — Compare Translations

5 translations compared side by side

Odia - 1840
"ସେ ଲୋକଙ୍କ ପ୍ରତି ଅନ୍ଯାଯ ଆଚରଣ କରେ ନାହିଁ, କୌଣସି ବନ୍ଧକ ଦ୍ରବ୍ଯ ଗ୍ରହଣ କରେ ନାହିଁ, ଚୋରି କରେ ନାହିଁ କିନ୍ତୁ କ୍ଷୁଧାର୍ତ୍ତକୁ ନିଜର ଖାଦ୍ୟ ପ୍ରଦାନ କରେ ଓ ଉଲଗ୍ନକୁ ବସ୍ତ୍ର ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ଵାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକଙ୍କ ପ୍ରତି ଅନ୍ୟାୟ ଆଚରଣ କରେ ନାହିଁ, କୌଣସି ବନ୍ଧକ ଦ୍ରବ୍ୟ ଗ୍ରହଣ କରେ ନାହିଁ, ଗ୍ଭେରି କରେ ନାହିଁ କିନ୍ତୁ କ୍ଷୁଧାର୍ତ୍ତକୁ ନିଜର ଖାଦ୍ୟ ପ୍ରଦାନ କରେ ଓ ଉଲଗ୍ନକୁ ବସ୍ତ୍ର ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
Odia IRV 2017 (ଓଡିଆ ବାଇବେଲ)
କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,