Ezekiel 18:17 — Compare Translations
5 translations compared side by side
Odia - 1840
"ସେ ଦୀନଦରିଦ୍ରକୁ ସାହାୟ୍ଯ କରେ, ସୁଧ ନ ନଇେ ଲୋକଙ୍କୁ ସେ ଯଦି ଋଣ ଦିଏ, ଆଉ ଆମ୍ଭର ଶାସନ ସକଳ ବିଧି ଅନୁସରଣ କରେ ଓ ମାରେନୀତି ନିଯମ ଅନୁସାରେ ଜୀବନ ଧାରଣ କରେ, ସେ ଆପଣା ପିତାର ପାପ ସକାେଶ ମରିବ ନାହିଁ, ସେ ନିଶ୍ଚଯ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୀନଦରିଦ୍ରକୁ ସାହାଯ୍ୟ କରେ, ସୁଧ ନ ନେଇ ଲୋକଙ୍କୁ ସେ ଯଦି ଋଣ ଦିଏ, ଆଉ ଆମ୍ଭର ଶାସନ ସକଳ ବିଧି ଅନୁସରଣ କରେ ଓ ମୋର ନୀତି ନିୟମ ଅନୁସାରେ ଜୀବନ ଧାରଣ କରେ, ସେ ଆପଣା ପିତାର ପାପ ସକାଶେ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।