Ezekiel 18:19 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ପଚାରୁଛ, 'ପିତାର ପାପର ଦଣ୍ଡ ତା'ର ପୁତ୍ର କାହିଁକି ବହନ ନ କରିବ?' କାରଣ ଯାହା ନ୍ଯାଯ ଓ ଯଥାର୍ଥ ସେ କରେ ଏବଂ ମାେ ନିଯମ ମାନେ ଓ ପ୍ରଯୋଗ କରେ। ସେ ନିଶ୍ଚଯ ଭାବରେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେମାନେ କହୁଅଛ, କିହେତୁ ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ? ପୁତ୍ର ଯେବେ ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭେ ପଗ୍ଭରୁଛ, ‘ପିତାର ପାପର ଦଣ୍ଡ ତା’ର ପୁତ୍ର କାହିଁକି ବହନ ନ କରିବ?’ କାରଣ ଯାହା ନ୍ୟାୟ ଓ ଯଥାର୍ଥ ସେ କରେ ଏବଂ ମୋ’ ନିୟମ ମାନେ ଓ ପ୍ରୟୋଗ କରେ। ସେ ନିଶ୍ଚୟ ଭାବରେ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।