Ezekiel 18:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଇଶ୍ରାୟେଲ ଦେଶ ବିଷଯ ରେ ଯେତବେେଳେ ଏହି ପ୍ରବାଦଟି ବ୍ଯବହାର କର ଏହାର ଅର୍ଥ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତୃପୁରୁଷମାନେ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦ; ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ ଯେତେବେଳେ ଏହି ପ୍ରବାଦଟି ବ୍ୟବହାର କର ଏହାର ଅର୍ଥ କ’ଣ? ‘ପିତାଗଣ ଅଙ୍ଗୁର ଖାଇଲେ ଏବଂ ସେମାନଙ୍କର ପୁତ୍ରମାନଙ୍କର ଦାନ୍ତ ଯନ୍ତ୍ରଣା କରେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପିତାମାତା ‘ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ,’ ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?
Odia IRV 2017 (ଓଡିଆ ବାଇବେଲ)
“ପିତାମାତା ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?