Ezekiel 18:20 — Compare Translations
5 translations compared side by side
Odia - 1840
"କବଳେ ପାପୀମାନେ ମୃତ୍ଯୁବରଣ କରିବେ। ପୁତ୍ର ପିତାର ପାପର ଦଣ୍ଡସବୁ ବହନ କରିବ ନାହିଁ କିମ୍ବା ପିତା ପତ୍ରର ପାପର ଦଣ୍ଡସବୁ ବହନ କରିବ ନାହିଁ। ଜଣେ ଧାର୍ମିକ ବ୍ଯକ୍ତିର ଧାର୍ମିକତା ହିସାବ କରାୟିବ ଓ ଦୁଷ୍ଟର ଦୁଷ୍ଟତା ହିସାବ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ପାପୀମାନେ ମୃତ୍ୟୁବରଣ କରିବେ। ପୁତ୍ର ପିତାର ପାପର ଦଣ୍ଡସବୁ ବହନ କରିବ ନାହିଁ କିମ୍ବା ପିତା ପୁତ୍ରର ପାପର ଦଣ୍ଡସବୁ ବହନ କରିବ ନାହିଁ। ଜଣେ ଧାର୍ମିକ ବ୍ୟକ୍ତିର ଧାର୍ମିକତା ହିସାବ କରାଯିବ ଓ ଦୁଷ୍ଟର ଦୁଷ୍ଟତା ହିସାବ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।