Ezekiel 18:21 — Compare Translations

5 translations compared side by side

Odia - 1840
"ଏବଂ ଦୁଷ୍ଟ ଲୋକ ଯବେେ ପାପ ପଥରୁ ବିରତ ହୁଏ, ମାରେ ବିଧି ସକଳ ପାଳନ କରେ ଓ ନ୍ଯାଯ ଏବଂ ଧର୍ମାଚରଣ କରେ ତବେେ ସେ ନିଶ୍ଚଯ ବଞ୍ଚିବ, ସେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୁଷ୍ଟ ଯେବେ ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ଦୁଷ୍ଟ ଲୋକ ଯେବେ ପାପ ପଥରୁ ବିରତ ହୁଏ, ମୋର ବିଧି ସକଳ ପାଳନ କରେ ଓ ନ୍ୟାୟ ଏବଂ ଧର୍ମାଚରଣ କରେ ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।