Ezekiel 18:22 — Compare Translations
5 translations compared side by side
Odia - 1840
"ତା'ର କୌଣସି ପାପ ସ୍ମରଣ କରାୟିବ ନାହିଁ। ସେ ତା'ର ଧାର୍ମିକତା ଯୋଗୁ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ଵାରା ବଞ୍ଚିବ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର କୌଣସି ପାପ ସ୍ମରଣ କରାଯିବ ନାହିଁ। ସେ ତା’ର ଧାର୍ମିକତା ଯୋଗୁଁ ବଞ୍ଚିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ।