Ezekiel 18:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନ ଥାଏ। ବରଂ ସେ ଆପଣା କୁପଥରୁ ଫରେି ବଞ୍ଚୁ, ଏଥି ରେ ଆମ୍ଭର ସନ୍ତାଷେ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁକହନ୍ତି, ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନ ଥାଏ। ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ ଆମ୍ଭର ସନ୍ତୋଷ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?