Ezekiel 18:24 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ଜଣେ ଧାର୍ମିକ ବ୍ଯକ୍ତି ତା'ର ଧାର୍ମିକତାରୁ ବିରତ ହୁଏ ଏବଂ ଦୁଷ୍ଟ ଲୋକର ସମସ୍ତ ଜଘନ୍ଯ କାର୍ୟ୍ଯ କରେ, ସେ ବଞ୍ଚିବ କି? ତା'ର (ଆଗରୁ କରିଥିବା) ଧାର୍ମିକତା କାର୍ୟ୍ଯସବୁ ହିସାବକୁ ନିଆୟିବ ନାହିଁ। ତା'ର ବର୍ତ୍ତମାନର ପାପ ଯୋଗୁଁ ସେ ନିଶ୍ଚିତ ଭାବରେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଧାର୍ମିକ ଲୋକ ଯେବେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ ଲଙ୍ଘନ କରିଅଛି, ସେହି ସତ୍ୟ ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯଦି ଜଣେ ଧାର୍ମିକ ବ୍ୟକ୍ତି ତା’ର ଧାର୍ମିକତାରୁ ବିରତ ହୁଏ ଏବଂ ଦୁଷ୍ଟ ଲୋକର ସମସ୍ତ ଜଘନ୍ୟ କାର୍ଯ୍ୟ କରେ, ସେ ବଞ୍ଚିବ କି? ତା’ର (ଆଗରୁ କରିଥିବା) ଧାର୍ମିକତା କାର୍ଯ୍ୟସବୁ ହିସାବକୁ ନିଆଯିବ ନାହିଁ। ତା’ର ବର୍ତ୍ତମାନର ପାପ ଯୋଗୁଁ ସେ ନିଶ୍ଚିତ ଭାବରେ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।
Odia IRV 2017 (ଓଡିଆ ବାଇବେଲ)