Ezekiel 18:25 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ କୁହ, 'ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।' ହେ ଇଶ୍ରାୟେଲର ପୁତ୍ରଗଣ, ଶୁଣ, ମୁଁ ନ୍ଯାଯ ଅଟେ। କିନ୍ତୁ ତୁମ୍ଭମାନେେ ୟିଏ ନ୍ଯାଯ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ । ହେ ଇସ୍ରାଏଲ-ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭେ କୁହ, ‘ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।’ ହେ ଇସ୍ରାଏଲର ପୁତ୍ରଗଣ, ଶୁଣ, ମୁଁ ନ୍ୟାୟ ଅଟେ। କିନ୍ତୁ ତୁମ୍ଭେମାନେ ଯିଏ ନ୍ୟାୟ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେମାନେ କହୁଅଛ, ‘ପ୍ରଭୁଙ୍କର ପଥ ସରଳ ନୁହେଁ।’ ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?