Ezekiel 18:26 — Compare Translations
5 translations compared side by side
Odia - 1840
"ଯଦି ଜଣେ ଧାର୍ମିକ ଲୋକ ତା'ର ଧର୍ମାଚରଣରୁ ବିରତ ହୁଏ ଏବଂ ଯାହା ମନ୍ଦ ତାହା କରେ, ସେ ଏହି କାରଣରୁ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଧାର୍ମିକ ଲୋକ ତା’ର ଧର୍ମାଚରଣରୁ ବିରତ ହୁଏ ଏବଂ ଯାହା ମନ୍ଦ ତାହା କରେ, ସେ ଏହି କାରଣରୁ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।