Ezekiel 18:27 — Compare Translations
5 translations compared side by side
Odia - 1840
"ଦୁଷ୍ଟଲୋକ ଯେତବେେଳେ ନିଜ ଦୁଷ୍ଟତାରୁ ବିରତ ହାଇେ ନ୍ଯାଯ ଓ ଧର୍ମାଚରଣ କରେ ସେତବେେଳେ ସେ ନିଜର ଜୀବନ ରକ୍ଷା କରିବ ଓ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ଯେତେବେଳେ ନିଜ ଦୁଷ୍ଟତାରୁ ବିରତ ହୋଇ ନ୍ୟାୟ ଓ ଧର୍ମାଚରଣ କରେ ସେତେବେଳେ ସେ ନିଜର ଜୀବନ ରକ୍ଷା କରିବ ଓ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।