Ezekiel 18:28 — Compare Translations

5 translations compared side by side

Odia - 1840
"ସେ ତା'ର ମନ୍ଦ ଆଚରଣକୁ ବିବଚେନା କରେ ଏବଂ ଦୋଷ କରିବା ବନ୍ଦ କରେ, ଯାହା କରିବା ରେ ସେ ଅଭ୍ଯସ୍ତ ଥାଏ। ତବେେ ସେ ବଞ୍ଚିବ, ସେ ମୃତ୍ଯୁବରଣ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତା’ର ମନ୍ଦ ଆଚରଣକୁ ବିବେଚନା କରେ ଏବଂ ଦୋଷ କରିବା ବନ୍ଦ କରେ, ଯାହା କରିବାରେ ସେ ଅଭ୍ୟସ୍ତ ଥାଏ। ତେବେ ସେ ବଞ୍ଚିବ, ସେ ମୃତ୍ୟୁବରଣ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।