Ezekiel 18:29 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲର ଲୋକମାନେ କହନ୍ତି, ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଇସ୍ରାଏଲ-ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ? ହେ ଇସ୍ରାଏଲ-ବଂଶ, ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲର ଲୋକମାନେ କହନ୍ତି, “ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।” ପରମେଶ୍ୱର କହନ୍ତି, “ମୁଁ ନ୍ୟାୟପୂର୍ଣ୍ଣ ଅଟେ! ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଯଥାର୍ଥ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଇସ୍ରାଏଲ ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ? ହେ ଇସ୍ରାଏଲ ବଂଶ, ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ତଥାପି ଇସ୍ରାଏଲ ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ? ହେ ଇସ୍ରାଏଲ ବଂଶ, ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?