Ezekiel 18:30 — Compare Translations
5 translations compared side by side
Odia - 1840
"ତେଣୁ ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକର ଆଚାର ବ୍ଯବହାରାନୁସା ରେ ବିଚାର କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି। ଆଉ ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ ଓ ନଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହା ହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ହେ ଇସ୍ରାଏଲ-ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ଇସ୍ରାଏଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକର ଆଗ୍ଭର ବ୍ୟବହାରାନୁସାରେ ବିଗ୍ଭର କରିବି।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି। ଆଉ “ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ ଓ ନିଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହାହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।