Ezekiel 18:31 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣା-ମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କିହେତୁ ମରିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ନିଜେ ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରିଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?”