Ezekiel 18:32 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭର ମୃତ୍ଯୁ ଚାହୁଁ ନାହୁଁ, ଏଣୁ ଆମ୍ଭ ନିକଟକୁ ଫରେିଆସ ଓ ବଞ୍ଚି ରୁହ। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭର ମୃତ୍ୟୁ ଗ୍ଭହୁଁ ନାହୁଁ, ଏଣୁ ଆମ୍ଭ ନିକଟକୁ ଫେରି ଆସ ଓ ବଞ୍ଚି ରୁହ।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; “ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”