Ezekiel 18:6 — Compare Translations
5 translations compared side by side
Odia - 1840
"ଏବଂ ସେ ପର୍ବତଗୁଡ଼ିକ ଉପ ରେ ଦିଆୟାଇଥିବା ବଳି ଭୋଜନ କରେ ନାହିଁ ଏବଂ ଇଶ୍ରାୟେଲ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ ନାହିଁ। ଆପଣା ପ୍ରତିବେଶୀର ସ୍ତ୍ରୀ ପ୍ରତି ପାପ କରି ନାହଁ କିମ୍ବା ନିଜ ସ୍ତ୍ରୀର ରଜସ୍ବଳା ସମୟରେ ତା' ସହିତ ସହବାସ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ-ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ପର୍ବତଗୁଡ଼ିକ ଉପରେ ଦିଆଯାଇଥିବା ବଳି ଭୋଜନ କରେ ନାହିଁ ଏବଂ ଇସ୍ରାଏଲ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ ନାହିଁ। ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ପାପ କରି ନାହିଁ କିମ୍ବା ନିଜ ସ୍ତ୍ରୀର ରଜସ୍ୱଳା ସମୟରେ ତା’ ସହିତ ସହବାସ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;