Ezekiel 18:7 — Compare Translations
5 translations compared side by side
Odia - 1840
"ସେ କାହାରି ପ୍ରତି ଅନ୍ଯାଯ କରି ନାହିଁ। ଆଉ ସେ ଋଣଗ୍ରହୀତାକୁ ତା'ର ବନ୍ଧକ ଫରୋଇ ଦଇେଛି। ସେ ତାହାର କିଛି ଚୋରି କରି ନାହିଁ। ସେ ଆପଣାର ଭକ୍ଷ୍ଯ ଦ୍ରବ୍ଯକୁ କ୍ଷୁଧାର୍ତ୍ତକୁ ଦଇେଅଛି ଓ ଉଲଗ୍ନ ଲୋକକୁ ବସ୍ତ୍ର ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ସେ କାହାରି ପ୍ରତି ଅନ୍ୟାୟ କରି ନାହିଁ। ଆଉ ସେ ଋଣଗ୍ରହୀତାକୁ ତା’ର ବନ୍ଧକ ଫେରାଇ ଦେଇଛି। ସେ ତାହାର କିଛି ଗ୍ଭେରି କରି ନାହିଁ। ସେ ଆପଣାର ଭକ୍ଷ୍ୟ ଦ୍ରବ୍ୟକୁ କ୍ଷୁଧାର୍ତ୍ତକୁ ଦେଇଅଛି ଓ ଉଲଗ୍ନ ଲୋକକୁ ବସ୍ତ୍ର ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
Odia IRV 2017 (ଓଡିଆ ବାଇବେଲ)